Numbers 17:5 — Compare Translations
5 translations compared side by side
Odia - 1840
"ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡି ପଲ୍ଲବିତ ହବେ। ଆଉ ଇଶ୍ରାୟେଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସମାନେେ ନିବୃତ୍ତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକି ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡ଼ି ପଲ୍ଲବିତ ହେବ। ଆଉ ଇସ୍ରାଏଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସେମାନେ ନିବୃତ୍ତ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”
Odia IRV 2017 (ଓଡିଆ ବାଇବେଲ)
ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”