Numbers 17:7 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ସଦାପ୍ରଭୁଙ୍କ ସମ୍ମୁଖର ନିଯମ ତମ୍ବୁ ରେ ସମସ୍ତ ସହୟୋଗୀମାନଙ୍କୁ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସାକ୍ଷ୍ୟତମ୍ଵୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖର ନିୟମ ତମ୍ବୁରେ ସମସ୍ତ ସହଯୋଗୀମାନଙ୍କୁ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।