Numbers 17:8 — Compare Translations

5 translations compared side by side

Odia - 1840
"ଏହାପରେ ଆରଦିନ ମାଶାେ ସାକ୍ଷ୍ଯ ତମ୍ବୁ ରେ ପ୍ରବେଶ କରି ସାକ୍ଷ୍ଯ ସିନ୍ଦୁକ ଦେଖିଲେ, ଲବେୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡି ଅଙ୍କୁରିତ ହାଇେଅଛ, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ବ ବାଦାମ ଫଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ଵୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ଵ ବାଦାମ ଫଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆରଦିନ ମୋଶା ସାକ୍ଷ୍ୟ ତମ୍ବୁରେ ପ୍ରବେଶ କରି ସାକ୍ଷ୍ୟ ସିନ୍ଦୁକ ଦେଖିଲେ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡ଼ି ଅଙ୍କୁରିତ ହୋଇଅଛି, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।