Numbers 17:9 — Compare Translations

5 translations compared side by side

Odia - 1840
"ତହୁଁ ମାଶାେ ସଦାପ୍ରଭୁଙ୍କ ସମ୍ମୁଖରୁ ସହେିସବୁ ଆଶାବାଡି ଆଣି ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଦଖାଇେଲେ, ସମାନେେ ତାହା ଦେଖି ପ୍ରେତ୍ୟକକେ ନିଜ ନିଜ ଆଶାବାଡି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହିସବୁ ଆଶାବାଡ଼ି ଆଣି ଇସ୍ରାଏଲର ସମସ୍ତ ଲୋକଙ୍କୁ ଦେଖାଇଲେ, ସେମାନେ ତାହା ଦେଖି ପ୍ରତ୍ୟେକେ ନିଜ ନିଜ ଆଶାବାଡ଼ି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।