Numbers 18:1 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ରସ୍ଥାନ ପାଇଁ ଦାଯୀ ରହିବ। ପୁଣି ଯାଜକତ୍ବର କର୍ତ୍ତବ୍ଯ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାଯୀ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ଵ-ପଦଘଟିତ ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କର ଓ ଲେବୀମାନଙ୍କର କାର୍ଯ୍ୟ ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।