Numbers 18:10 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରେତ୍ୟକକ ପୁରୁଷ ପବିତ୍ରସ୍ଥାନ ରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ମଣି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରତ୍ୟେକ ପୁରୁଷ ପବିତ୍ର ସ୍ଥାନରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।