Numbers 18:11 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ସମସ୍ତ ଦୋଳନୀଯ ନବୈେଦ୍ଯର ଦାନ ମଧ୍ଯରୁ ଉତ୍ତୋଳନୀଯ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ଯାମାନଙ୍କୁ ଅନନ୍ତକାଳୀନ ଅଧିକା ରେର୍ଥେ ଦଲେୁ। ତୁମ୍ଭ ପରିବାରର ପ୍ରେତ୍ୟକକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନଙ୍କ ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ୟାମାନଙ୍କୁ ଅନନ୍ତକାଳୀନ ଅଧିକାରାର୍ଥେ ଦେଲୁ। ତୁମ୍ଭ ପରିବାରର ପ୍ରତ୍ୟେକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।