Numbers 18:12 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଲୋକମାନେ ମାେ ଉବ୍ଦେଶ୍ଯ ରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ଯ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା-ମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେ ଯେ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନେ ମୋ’ ଉଦ୍ଦେଶ୍ୟରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।