Numbers 18:13 — Compare Translations

5 translations compared side by side

Odia - 1840
"ସମାନେେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ବଫଳ ସଦାପ୍ରଭୁଙ୍କ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହବେ, ତୁମ୍ଭ ଗୃହସ୍ଥିତ ପ୍ରେତ୍ୟକକ ବିଧିସମ୍ମତ ଶୁଚି ବ୍ଯକ୍ତି ତାହା ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେସବୁ ପ୍ରଥମ ପକ୍ଵ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱଫଳ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ, ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ବିଧିସମ୍ମତ ଶୁଚି ବ୍ୟକ୍ତି ତାହା ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।