Numbers 18:14 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ରେ ସଦାପ୍ରଭୁଙ୍କୁ ସମସ୍ତ ଉତ୍ସର୍ଗୀକୃତ ଦ୍ରବ୍ଯ ତୁମ୍ଭର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟରେ ବର୍ଜିତ ବସ୍ତୁସବୁ ତୁମ୍ଭର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲରେ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ସମସ୍ତ ଦ୍ରବ୍ୟ ତୁମ୍ଭର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ।