Numbers 18:16 — Compare Translations
5 translations compared side by side
Odia - 1840
"ଯେ ତବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା'ର ନିରୂପିତ ମୂଲ୍ଯ ରେ ପବିତ୍ରସ୍ଥାନର କୋଡିଏ ଗରୋ ପରିମିତ ଶକେଲ ଅନୁସାରେ ପାଞ୍ଚ ଶକେଲ ରୂପା ରେ ମୁକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା’ର ନିରୂପିତ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।