Numbers 18:17 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ଗୋରୁ କିମ୍ବା ମଷେ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସମାନେେ ପବିତ୍ର, ତୁମ୍ଭେ ୟଜ୍ଞବଦେୀ ଉପରେ ସମାନଙ୍କେର ରକ୍ତ ଛିଞ୍ଚିବେ ଏବଂ ସମାନଙ୍କେର ମଦକେୁ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ତୁମ୍ଭେ ଗୋରୁ କିମ୍ବା ମେଷ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସେମାନେ ପବିତ୍ର, ତୁମ୍ଭେ ଯଜ୍ଞବେଦି ଉପରେ ସେମାନଙ୍କର ରକ୍ତ ଛିଞ୍ଚିବ ଏବଂ ସେମାନଙ୍କର ମେଦକୁ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)