Numbers 18:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଲବେୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସମାନେେ ତୁମ୍ଭ ସହିତ ୟୋଗ ଦବେେ ଓ ତୁମ୍ଭର ସାହାୟ୍ଯ କରିବେ। ଯେତବେେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ଯ ତମ୍ବୁ ସମ୍ମୁଖ ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ଵୁ ସମ୍ମୁଖରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଲେବୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସାହାଯ୍ୟ କରିବେ। ଯେତେବେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ ତମ୍ବୁ ସମ୍ମୁଖରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।