Numbers 18:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହାରୋଣଙ୍କୁ କହିଲେ, ସମାନଙ୍କେ ଭୂମିରେ ତୁମର କୈଣସି ଅଧିକାର ରହିବ ନାହିଁ, ସମାନଙ୍କେ ମଧିଅରେ ତୁମ୍ଭର କୌଣସି ଭାଗ ରହିବ ନାହିଁ। ମାତ୍ର ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ମୁଁ ହିଁ ତୁମ୍ଭର ଭାଗ ଓ ତୁମ୍ଭର ଅଧିକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମର କୈଣସି ଅଧିକାର ରହିବ ନାହିଁ, ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ଭାଗ ରହିବ ନାହିଁ। ମାତ୍ର ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ହିଁ ତୁମ୍ଭର ଭାଗ ଓ ତୁମ୍ଭର ଅଧିକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।