Numbers 18:21 — Compare Translations

5 translations compared side by side

Odia - 1840
"ପୁଣି ଇଶ୍ରାୟେଲର ଲୋକମାନେ ଯେଉଁ ଏକ ଦଶମାଂଶ ଦବେେ, ଲବେୀ ଗୋଷ୍ଠୀର ଏହା ଉପ ଭୋଗ କରିବେ, ସମାଗମ ତମ୍ବୁ ସମ୍ବନ୍ଧୀଯ ସବୋକାର୍ୟ୍ଯ ପାଇଁ ପରିଶାଧେ ରେ ମୁଁ ଏହା ଲବେୀୟମାନଙ୍କୁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବା-କାର୍ଯ୍ୟ କରନ୍ତି, ସମାଗମ-ତମ୍ଵୁ ସମ୍ଵନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଇସ୍ରାଏଲର ଲୋକମାନେ ଯେଉଁ ଏକ ଦଶମାଂଶ ଦେବେ, ଲେବୀ ଗୋଷ୍ଠୀର ଲୋକମାନେ ଏହା ଉପଭୋଗ କରିବେ, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେବାକାର୍ଯ୍ୟ ପାଇଁ ପରିଶୋଧରେ ମୁଁ ଏହା ଲେବୀୟମାନଙ୍କୁ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।