Numbers 18:22 — Compare Translations
5 translations compared side by side
Odia - 1840
"ମାତ୍ର ଇଶ୍ରାୟେଲର ଅନ୍ୟମାନେ ସମାଗମ ତମ୍ବୁ ନିକଟକୁ ଆସିବେ ନାହିଁ। ସମାନେେ ଆସିଲେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ-ସନ୍ତାନଗଣ ପାପ ବହି ଯେପରି ନ ମରନ୍ତି, ଏଥିପାଇଁ,ଏହି ସମୟଠାରୁ ସେମାନେ ସମାଗମ-ତମ୍ଵୁ ନିକଟକୁ ଆସିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇସ୍ରାଏଲର ଅନ୍ୟମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। ସେମାନେ ଆସିଲେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।