Numbers 18:23 — Compare Translations
5 translations compared side by side
Odia - 1840
"ମାତ୍ର ଲବେୀମାନେ ସମାଗମ ତମ୍ବୁର ସବୋ କରିବେ ଓ ସମାନେେ ଏଥିପାଇଁ ଦାଯୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହବେ। କିନ୍ତୁ ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଦେଶ ଅଧିକାର ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲେବୀୟମାନେ ସମାଗମ-ତମ୍ଵୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି,ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଲେବୀମାନେ ସମାଗମ-ତମ୍ବୁର ସେବା କରିବେ ଓ ସେମାନେ ଏଥିପାଇଁ ଦାୟୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହେବ। କିନ୍ତୁ ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଦେଶ ଅଧିକାର ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।