Numbers 18:24 — Compare Translations
5 translations compared side by side
Odia - 1840
"କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀଯ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲବେୀୟମାନଙ୍କୁ ଅଧିକାରାର୍ଥେ ଦଲେି। ଏଣୁ ମୁଁ କହିଲି, ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଅଧିକାର ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି,ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀୟ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲି। ଏଣୁ ମୁଁ କହିଲି, ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।”