Numbers 18:26 — Compare Translations

5 translations compared side by side

Odia - 1840
" ଲବେୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇଶ୍ରାୟେଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦଲେୁ, ତାହା ଯେତବେେଳେ ତୁମ୍ଭେ ସମାନଙ୍କେଠାରୁ ଗ୍ରହଣ କରିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାଟେ ପାଇଥିବାର ଏକ ଦଶମାଂଶ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ମୋଟରୁ ପାଇଥିବା ଏକ ଦଶମାଂଶ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।