Numbers 18:27 — Compare Translations
5 translations compared side by side
Odia - 1840
"ଠିକ୍ ଶସ୍ଯ ଓ ନୂତନ ଦ୍ରାକ୍ଷାରସ ପରି ଏହା ତୁମ୍ଭର ଉପହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ଶସ୍ୟ ଓ ନୂତନ ଦ୍ରାକ୍ଷାରସ ପରି ଏହା ତୁମ୍ଭର ଉପହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।