Numbers 18:28 — Compare Translations

5 translations compared side by side

Odia - 1840
"ଏହିରୂପେ ତୁମ୍ଭମାନେେ ଇଶ୍ରାୟେଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭମାନେେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ତୋଳନୀଯ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।