Numbers 18:29 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦବେେ, ତୁମ୍ଭମାନେେ ତହିଁରୁ ସର୍ବୋତ୍ତମ ଓ ପବିତ୍ରତମ ଅଂଶ ମନୋନୀତ କରି ଦଶମାଂଶ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେବେ, ତୁମ୍ଭେମାନେ ତହିଁରୁ ସର୍ବୋତ୍ତମ ଓ ପବିତ୍ରତମ ଅଂଶ ମନୋନୀତ କରି ଦଶମାଂଶ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।