Numbers 18:3 — Compare Translations

5 translations compared side by side

Odia - 1840
"ସମାନେେ ତୁମ୍ଭକୁ ବିବରଣୀ ଦବେେ ଓ ପବିତ୍ର ତମ୍ବୁର ରକ୍ଷାର ଦାଯିତ୍ବ ନବେେ। କିନ୍ତୁ ସମାନେେ ପବିତ୍ର ପାତ୍ର ନିକଟକୁ କିମ୍ବା ୟଜ୍ଞବଦେୀ ନିକଟକୁ ଯିବେ ନାହିଁ। ତେଣୁ ସମାନେେ ମରନ୍ତି ନାହିଁ, ତୁମ୍ଭେ ମଧ୍ଯ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭକୁ ବିବରଣୀ ଦେବେ ଓ ପବିତ୍ର ତମ୍ବୁର ରକ୍ଷାର ଦାୟିତ୍ୱ ନେବେ। କିନ୍ତୁ ସେମାନେ ପବିତ୍ର ପାତ୍ର ନିକଟକୁ କିମ୍ବା ଯଜ୍ଞବେଦି ନିକଟକୁ ଯିବେ ନାହିଁ। ତେଣୁ ସେମାନେ ମରନ୍ତି ନାହିଁ, ତୁମ୍ଭେ ମଧ୍ୟ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।