Numbers 18:30 — Compare Translations

5 translations compared side by side

Odia - 1840
" ମାଶାେ ଲବେୀୟମାନଙ୍କୁ କହିଲେ, ଯେତବେେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇଶ୍ରାୟେଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ଯ ଓ ଦ୍ରାକ୍ଷାରସ ତୁଲ୍ଯ ଗ୍ରହଣ କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେତେବେଳେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେତେବେଳେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।