Numbers 18:31 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନେେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନ ରେ ତାହା ଭୋଜନ କରିବ। କାରଣ ତାହା ସମାଗମ ତମ୍ବୁ ରେ କରିଥିବା ସବୋକାର୍ୟ୍ଯର ପୁରସ୍କାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ଵୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନରେ ତାହା ଭୋଜନ କରିବ। କାରଣ ତାହା ସମାଗମ-ତମ୍ବୁରେ କରିଥିବା ସେବାକାର୍ଯ୍ୟର ପୁରସ୍କାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।