Numbers 18:32 — Compare Translations

5 translations compared side by side

Odia - 1840
"ଆଉ ସହେି ଉତ୍ତମ ଦ୍ରବ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କଲେ। ତୁମ୍ଭମାନେେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭମାନେେ ଯେପରି ନ ମରିବ ସେଥିପାଇଁ ଇଶ୍ରାୟେଲ ଲୋକମାନଙ୍କର ପବିତ୍ର ଦ୍ରବ୍ଯ ଅପବିତ୍ର କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ଵାରା ଘଟିତ କୌଣସି ପାପ ବହିବ ନାହିଁ; ପୁଣି ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଉତ୍ତମ ଦ୍ରବ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ ତୁମ୍ଭେମାନେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ନ ମରିବ ସେଥିପାଇଁ ଇସ୍ରାଏଲ ଲୋକମାନଙ୍କର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”