Numbers 18:4 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭ ସହିତ ୟୋଗ ଦଇେ ତୁମ୍ଭର ସମସ୍ତ ସବୋକର୍ମ ସହିତ ସମାଗମ ତମ୍ବୁର ରକ୍ଷଣୀଯ ଦାଯିତ୍ବ ନବେେ। ଆଉ କୌଣସି ଅନ୍ୟ ବଂଶୀଯ ଲୋକ ସମାନଙ୍କେ ନିକଟକୁ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ଵୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତୁମ୍ଭର ସମସ୍ତ ସେବାକର୍ମ ସହିତ ସମାଗମ-ତମ୍ବୁର ରକ୍ଷଣୀୟ ଦାୟିତ୍ୱ ନେବେ। ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।