Numbers 18:5 — Compare Translations

5 translations compared side by side

Odia - 1840
"ପୁଣି ଇଶ୍ରାୟେଲ ଲୋକମାନଙ୍କ ପ୍ରତି ଆମ୍ଭର କୋରଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭମାନେେ ପବିତ୍ରସ୍ଥାନର ଓ ୟଜ୍ଞବଦେୀର ସୁରକ୍ଷାର ଦାଯିତ୍ବ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଇସ୍ରାଏଲ ଲୋକମାନଙ୍କ ପ୍ରତି ଆମ୍ଭର କ୍ରୋଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ଓ ଯଜ୍ଞବେଦିର ସୁରକ୍ଷାର ଦାୟିତ୍ୱ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।