Numbers 18:6 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭ ଭ୍ରାତୃଗଣ ଲବେୀମାନଙ୍କୁ ଗ୍ରହଣ କରିଅଛୁ। ସମାନେେ ଯେପରି ସଦାପ୍ରଭୁଙ୍କର ଓ ସମାଗମ ତମ୍ବୁର ସବୋ କରିପାରିବେ, ସମାନେେ ତୁମ୍ଭଙ୍କୁ ଉପହାର ସ୍ବରୂପ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ଵୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭ ଭ୍ରାତୃଗଣ ଲେବୀମାନଙ୍କୁ ଗ୍ରହଣ କରିଅଛୁ। ସେମାନେ ଯେପରି ସଦାପ୍ରଭୁଙ୍କର ଓ ସମାଗମ-ତମ୍ବୁର ସେବା କରି ପାରିବେ, ସେମାନେ ତୁମ୍ଭଙ୍କୁ ଉପହାର ସ୍ୱରୂପ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।