Numbers 18:7 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ୟଜ୍ଞବଦେୀ ସମ୍ବନ୍ଧୀଯ ସକଳ ବିଷଯ ରେ ଓ ବିଚ୍ଛଦବେସ୍ତ୍ର ଭିତ ରେ ପବିତ୍ର ସ୍ଥାନ ରେ ଯାଜକତ୍ବ ପାଳନ କରିବ ଓ ସବୋ କରିବ, ଆମ୍ଭେ ଆମ୍ଭର ଦାନଜନିତ ସବୋରୂପେ ତୁମ୍ଭମାନଙ୍କୁ ଯାଜକତ୍ବ ପଦ ଦଲେୁ। ଯଦି କହେି ଅଜଣା ବ୍ଯକ୍ତି ମାରେ ପବିତ୍ରସ୍ଥାନ ନିକଟକୁ ଆ ସେ, ତାକୁ ହତ୍ଯା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ । ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”