Numbers 18:8 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, ମାେତେ ଦିଆୟାଇଥିବା ଉପହାରର ଦାଯୀତ୍ବ ମୁଁ ତୁମ୍ଭକୁ ଦଲେି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ଯ ସମାନଙ୍କେର ଚିରସ୍ଥାଯୀ ଅଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ହେତୁରୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।