Numbers 18:9 — Compare Translations

5 translations compared side by side

Odia - 1840
"ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡିକ ତୁମ୍ଭର ହବେ। ଏହି ଅଂଶଗୁଡିକ ଦଗ୍ଧ ହବୋ ଉଚିତ୍ ନୁହଁ ଯଥା: ସମାନଙ୍କେର ଶସ୍ଯ ନବୈେଦ୍ଯ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ଯତ ବଂଶଧରଙ୍କ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡ଼ିକ ତୁମ୍ଭର ହେବ। ଏହି ଅଂଶଗୁଡ଼ିକ ଦ‌ଗ୍‌ଧ ହେବା ଉଚିତ୍ ନୁହଁ ଯଥା: ସେମାନଙ୍କର ଶସ୍ୟ ନୈବେଦ୍ୟ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡ଼ିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।