Numbers 19:10 — Compare Translations
5 translations compared side by side
Odia - 1840
"ଆଉ ଯେଉଁ ଲୋକ ସେ ଗାଈର ଭସ୍ମ ସଂଗ୍ରହ କରେ ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯେଉଁ ଲୋକ ସେ ଗାଈର ଭସ୍ମ ସଂଗ୍ରହ କରେ ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। “ଏହି ବିଧି ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶରେ ଜନ୍ମିତ ଅଧିବାସୀମାନଙ୍କ ନିମନ୍ତେ ଲାଗୁ ହେବ। ଏହି ନିୟମ ଚିରସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।