Numbers 19:11 — Compare Translations

5 translations compared side by side

Odia - 1840
"ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି କୌଣସି ମନୁଷ୍ୟର ଶବ ଛୁଏଁ, ତେବେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।