Numbers 19:12 — Compare Translations
5 translations compared side by side
Odia - 1840
"ସେ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ନିଜକୁ ଶୁଚି କରିବ। ଯଦି ସେ ତୃତୀୟ ଦିନ ରେ ନିଜକୁ ଶୁଚି ନକରେ ତବେେ ସେ ସପ୍ତମ ଦିନ ରେ ଶୁଚି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୃତୀୟ ଦିନରେ ତଦ୍ଦ୍ଵାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯେବେ ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବ। ଯଦି ସେ ତୃତୀୟ ଦିନରେ ନିଜକୁ ଶୁଚି ନ କରେ ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।