Numbers 19:13 — Compare Translations
5 translations compared side by side
Odia - 1840
"ଯଦି କହେି ଶବ ଛୁଇଁ ନିଜକୁ ଶୁଚି ନ କରେ ତବେେ ସେ ସଦାପ୍ରଭୁଙ୍କ ପବିତ୍ର ତମ୍ବୁକୁ ଅଶୁଚି କରେ। ସହେି ମନୁଷ୍ଯ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ବହିଷ୍କାର ରହିବ। ତାହା ଉପରେ ଶୁଚି ନିମନ୍ତେ ଜଳ ଛିଞ୍ଚା ୟାଇ ନ ଥିବାରୁ ସେ ଅଶୁଚି ହବେ। ତା'ର ଅଶୌଚ ତାହାଠା ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୌଚ ତାହାଠାରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଶବ ଛୁଇଁ ନିଜକୁ ଶୁଚି ନ କରେ ତେବେ ସେ ସଦାପ୍ରଭୁଙ୍କ ପବିତ୍ର ତମ୍ବୁକୁ ଅଶୁଚି କରେ। ସେହି ମନୁଷ୍ୟ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ବହିଷ୍କାର ରହିବ। ତାହା ଉପରେ ଶୁଚି ନିମନ୍ତେ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ। ତା’ର ଅଶୌଚ ତାହାଠାରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
Odia IRV 2017 (ଓଡିଆ ବାଇବେଲ)