Numbers 19:15 — Compare Translations

5 translations compared side by side

Odia - 1840
"ଢାଙ୍କୁଣୀ ନ ଥିବା ପ୍ରେତ୍ୟକକ ମଲୋପାତ୍ର ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଢାଙ୍କୁଣି ନ ଥିବା ପ୍ରତ୍ୟେକ ମେଲାପାତ୍ର ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣୀ ବନ୍ଧା ନ ଥାଏ, ତାହା ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ।