Numbers 19:16 — Compare Translations

5 translations compared side by side

Odia - 1840
"ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେକେହି ମେଲା କ୍ଷେତ୍ରରେ ଖଡ୍ଟ-ହତ କି ମୃତ ଦେହ କି ମନୁଷ୍ୟର ଅସ୍ଥି କି କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କେହି ଯଦି ଖୋଲା କ୍ଷେତ୍ରରେ ଯୁଦ୍ଧରେ ନିହତ ମୃତ ଦେହ, ମନୁଷ୍ୟ ଅସ୍ଥି କିମ୍ବା କବର ଛୁଏଁ, ତେବେ ସେ ସାତ ଦିନ ଯାଏ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।