Numbers 19:17 — Compare Translations
5 translations compared side by side
Odia - 1840
"ପୁଣି ଲୋକମାନେ ସହେି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନବେେ ଓ ତାକୁ ଏକ ପାତ୍ର ରେ ରଖି ପ୍ରବାହଜଳ ସେଥି ରେ ଢାଳିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଲୋକମାନେ ସେହି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନେବେ ଓ ତାକୁ ଏକ ପାତ୍ରରେ ରଖି ପ୍ରବାହଜଳ ସେଥିରେ ଢାଳିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।