Numbers 19:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହି ଆଜ୍ଞା ବିଧି ଦଇେ ଅଛନ୍ତି। ଇଶ୍ରାୟେଲର ଲୋକମାନଙ୍କୁ କୁହ, ଯାହାଠା ରେ ଖୁଣ ନାହିଁ ଓ ଯାହା ଉପରେ କବେେ ୟୁଆଳି ଦିଆୟାଇ ନାହିଁ, ଏପରି ଏକ ଲାଲ ଗାଈ ସମାନେେ ତୁମ୍ଭ ନିକଟକୁ ଆଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲସନ୍ତାନଗଣକୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକି ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଏହି ଆଜ୍ଞା ବିଧି ଦେଇ ଅଛନ୍ତି। ଇସ୍ରାଏଲର ଲୋକମାନଙ୍କୁ କୁହ, ଯାହାଠାରେ ଖୁଣ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ଲାଲ ରଙ୍ଗର ଗାଈ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।