Numbers 19:20 — Compare Translations

5 translations compared side by side

Odia - 1840
"ମାତ୍ର ଯେଉଁ ଲୋକ ଅଶୁଚି ହାଇେ ନିଜକୁ ପରିଷ୍କାର ନ କରିବ ସହେି ପ୍ରାଣୀ ସମାଜ ମଧ୍ଯରୁ ପୃଥକ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅ େଶୗଚାର୍ଥକ ଜଳ ସଚେିତ ହେଲା ନାହିଁ। ତେଣୁ ସେ ଅଶୁଚି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଯେଉଁ ଲୋକ ଅଶୁଚି ହୋଇ ନିଜକୁ ପରିଷ୍କାର ନ କରିବ ସେହି ପ୍ରାଣୀ ସମାଜ ମଧ୍ୟରୁ ପୃଥକ୍ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅଶୌଗ୍ଭର୍ଥକ ଜଳ ସେଚିତ ହେଲା ନାହିଁ। ତେଣୁ ସେ ଅଶୁଚି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।