Numbers 19:21 — Compare Translations

5 translations compared side by side

Odia - 1840
"ଏହା ସମାନଙ୍କେ ପାଳନୀଯ ଅନନ୍ତକାଳୀନ ବାଧି ହବେ। ଆଉ ଯେ କହେି ସହେି ଅ େଶୗଚାର୍ଥକ ଜଳ ସଚେନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେ କହେି ସହେି ଅ େଶୗଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେ କେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି ଯେ କେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ। ଆଉ ଯେକେହି ସେହି ଅଶୌଗ୍ଭର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେକେହି ସେହି ଅଶୌଗ୍ଭର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।