Numbers 19:3 — Compare Translations

5 translations compared side by side

Odia - 1840
"ତହୁଁ ତୁମ୍ଭମାନେେ ସହେି ଗାଈକୁ ଇଲିଯାସର ଯାଜକକୁ ଦବେ। ସେ ତାହାକୁ ଛାଉଣୀ ବାହାରକୁ ଆଣି ବଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେମାନେ ସେହି ଗାଭୀକି ଇଲୀୟାସର ଯାଜକକୁ ଦେବ, ପୁଣି ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ତୁମ୍ଭେମାନେ ସେହି ଗାଈକୁ ଇଲିୟାସର ଯାଜକକୁ ଦେବ। ସେ ତାହାକୁ ଛାଉଣି ବାହାରକୁ ଆଣି ବଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।