Numbers 19:4 — Compare Translations

5 translations compared side by side

Odia - 1840
"ଯାଜକ ଇଲିଯାସର ଆପଣା ଅଙ୍ଗୁଳି ଦ୍ବାରା ତାହାର ରକ୍ତରୁ ନଇେ ପବିତ୍ର ତମ୍ବୁ ସମ୍ମିଖ ରେ ସାତଥର ଛିଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ଵାରା ତାହାର ରକ୍ତରୁ ନେଇ ସମାଗମ-ତମ୍ଵୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଇଲିୟାସର ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତକୁ ନେଇ ପବିତ୍ର ତମ୍ବୁ ସମ୍ମୁଖରେ ସାତଥର ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।