Numbers 19:5 — Compare Translations
5 translations compared side by side
Odia - 1840
"ଆଉ ଜଣେ ତାହାର ଦୃଷ୍ଟି ଗୋଚର ରେ ସହେି ଗାଈକି ଦଗ୍ଧ କରିବ, ସେ ତାହାର ଗୋମଯ ସହିତ ଚର୍ମ, ମାଂସ ଓ ରକ୍ତ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକି ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜଣେ ତାହାର ଦୃଷ୍ଟି ଗୋଚରରେ ସେହି ଗାଈକି ଦଗ୍ଧ କରିବ, ସେ ତାହାର ଗୋମୟ ସହିତ ଚର୍ମ, ମାଂସ ଓ ରକ୍ତ ଦଗ୍ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।