Numbers 19:6 — Compare Translations

5 translations compared side by side

Odia - 1840
"ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ସୂତା ନଇେ ସହେି ଗାଈ ଦାହର ଅଗ୍ନି ମଧିଅରେ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ଏରସ କାଠ ଓ ଏସୋବ୍ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ରଙ୍ଗର ସୂତା ନେଇ ସେହି ଗାଈ ଦାହର ଅଗ୍ନି ମଧ୍ୟରେ ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।