Numbers 19:7 — Compare Translations

5 translations compared side by side

Odia - 1840
"ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ତା'ପରେ ସେ ଛାଉଣୀକି ଆସିବ। ପୁଣି ଯାଜକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକି ଆସିବ, ପୁଣି ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ତା’ପରେ ସେ ଛାଉଣିକି ଆସିବ। ପୁଣି ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।