Numbers 19:8 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ସହେି ଗାଈକି ଦଗ୍ଧ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ଆଉ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ଲୋକ ସେହି ଗାଭୀକି ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ ଓ ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ସେହି ଗାଈକି ଦଗ୍ଧ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ଆଉ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।