Numbers 19:9 — Compare Translations
5 translations compared side by side
Odia - 1840
"ଏହାପରେ କୌଣସି ଶୁଚିଲୋକ ସହେି ଗାଈର ଭସ୍ମ ସଂଗ୍ରହ କରି ଛାଉଣୀ ବାହା ରେ କୌଣସି ଶୁଚି ସ୍ଥାନ ରେ ରଖିବ। ସହେି ଭସ୍ମ ଇଶ୍ରାୟେଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାୟିବ। ତାହା ଶୁଚି କରଣାର୍େଥ ଉତ୍ସର୍ଗ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି ତାହା ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ କୌଣସି ଶୁଚିଲୋକ ସେହି ଗାଈର ଭସ୍ମ ସଂଗ୍ରହ କରି ଛାଉଣି ବାହାରେ କୌଣସି ଶୁଚି ସ୍ଥାନରେ ରଖିବ। ସେହି ଭସ୍ମ ଇସ୍ରାଏଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାଯିବ। ତାହା ଶୁଚି କରଣାର୍ଥେ ଉତ୍ସର୍ଗ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।