Numbers 2:10 — Compare Translations
5 translations compared side by side
Odia - 1840
"ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ଵଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ରୁବେନ୍ ବିଭାଗର ଛାଉଣିର ଧ୍ୱଜା ଦକ୍ଷିଣ ଦିଗକୁ ରହିବ। ଶଦେୟରର ପୁତ୍ର ଇଲୀଷୂର ରୁବେନ୍ ଗୋଷ୍ଠୀର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ;